ଜାତୀୟ ଖବର ଦେଶରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜିର ରିପୋର୍ଟ କରିଛି ଚକିତ ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଗତ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮,୦୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ହାର୧୫.୫୪…