ଆଜିର ଖବର ଆସନ୍ତାକାଲି ପଞ୍ଚାୟତିରାଜ ଦିବସ: ସ୍କୁଲ, କଲେଜକୁ ଛୁଟି ଘୋଷଣା କଲା ଉଚ୍ଚଶିକ୍ଷା ବିଭାଗ ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳନ ହେବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି। ଏନେଇ…