ଆଞ୍ଚଳିକ ୨୪ ତମ ମା ଅଁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ: ଅରାଙ୍ଗ ଓ କଲ୍ୟାଣ ପୁର ବିଜୟୀ ଖୋର୍ଦ୍ଧା: ଖୋର୍ଦ୍ଧା ବ୍ଲକ ଟାଙ୍ଗିଆପଡା ପଞ୍ଚାୟତ ଅନ୍ତର୍ଗତ ଉଇଲକିଶନ ନଗର ଗ୍ରାମରେ ୨୪ ତମ ମା ଅଁଳାଇ କର୍କ ବଲ କ୍ରିକେଟ ତୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି।…