ଆଜିର ଖବର ସାଂସଦ ମୁନ୍ନା ଖାନଙ୍କ ଗାଡିକୁ ଅଣ୍ଡାମାଡ, ବିରୋଧୀ ଦଳର କର୍ମୀଙ୍କ କଳାପତାକା ପ୍ରଦର୍ଶନ ଭୁବନେଶ୍ବର: ଆଜି ପୁଣି ବିରୋଧୀଙ୍କ ଅଣ୍ଡା ମାଡର ଶିକାର ହୋଇଛନ୍ତି ଆଉ ଜଣେ ସାଂସଦ। ସାଂସଦ ମୁନ୍ନା ଖାନଙ୍କ ଗାଡିକୁ ବିରୋଧୀ ଅଣ୍ଡାମାଡ କରିଛନ୍ତି। ଏହାସହିତ କଳାପତାକା…