ଆଜିର ଖବର ବିଜୁବାବୁଙ୍କ ଅଧୁରା ସ୍ୱପ୍ନକୁ ଆମ ସରକାର ପୂରଣ କରିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବିଜୁବାବୁ ଥିଲେ ଓଡିଶାର ପଥ ପ୍ରଦର୍ଶକ। ବିଜୁ ବାବୁଙ୍କ ପ୍ରତ୍ୟେକଟି ପଦକ୍ଷେପ ଆମକୁ ପ୍ରେରଣା ଦେଉଛି। ଓଡିଶା ପାଇଁ ସେ ଅନେକ ସ୍ୱପ୍ନ ଦେଖିଥିଲେ ଏବଂ…