ଆଜିର ଖବର ବିଶ୍ୱର ସର୍ବବୃହତ୍ ପଟାସ ଯୋଗାଣକାରୀ ସଂସ୍ଥା କାନାଡାର “କାନାପୋଟେକ୍ସ” ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ନୂଆଦିଲ୍ଳୀ: ଦେଶରେ ରାସାୟନିକ ସାରର ଉପଲବ୍ଧତା ବୃଦ୍ଧି ଏବଂ ଏ କ୍ଷେତ୍ରରେ ଦୀର୍ଘକାଳୀନ ଯୋଗାଣ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଭାରତୀୟ ସାର କମ୍ପାନୀମାନେ ବିଶ୍ୱର ସର୍ବବୃହତ୍…