ବିଶେଷ ଖବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ ଭୁବନେଶ୍ବର: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ…