ବିଶେଷ ଖବର ବିଜେପିରେ ଯୋଗ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର: କଂଗ୍ରେସ ନେତୃତ୍ଵକୁ କଲେ ସମାଲୋଚନା ନୂଆଦିଲ୍ଲୀ: ଅବିଭକ୍ତ ଆନ୍ଧ୍ରପ୍ରଦେଶର ଅନ୍ତିମ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ଆଜି ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀ ରେଡ୍ଡୀ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ମଲ୍ଲିକାର୍ଜୁନ…