ଆଜିର ଖବର ସଂଯୁକ୍ତ କିଷାନ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଛତ୍ରପୁର: ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୁଦ୍ଧରେ ଦେଶବ୍ୟାପୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ…