ଆଜିର ଖବର ଗଜପତି ଜିଲ୍ଲା କେନ୍ଦୁ ଘାଟିରେ ପୁଣି ଦୁର୍ଘଟଣା ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ କେନ୍ଦୁ ଘାଟିରେ ଘଟୁଥିବା ଦୁର୍ଘଟଣା ଚର୍ଚ୍ଚିତ ବିଷୟ ହୋଇଯାଇଛି। କାରଣ ଏହି ୬ ମାସ…