ଆଜିର ଖବର ବ୍ରହ୍ମପୁରରେ ଜାହାଜ ନିର୍ମାଣ କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି ଜଣାଇଲେ ପ୍ରଦୀପ ପାଣିଗ୍ରାହୀ ନୂଆଦିଲ୍ଲୀ/ବ୍ରହ୍ମପୁର: ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ସର୍ବାଙ୍ଗୀନ ବିକାଶ ତଥା ଦକ୍ଷିଣ ଓଡ଼ିଶାର ଶିଳ୍ପ ଓ ସାଂସ୍କୃତିକ ପ୍ରଗତିକୁ ଆହୁରି ବେଗବାନ କରିବା ପାଇଁ ଏକ ପ୍ରମୁଖ ପଦକ୍ଷେପ…