ଆଜିର ଖବର ଓଡ଼ିଶାର ୧୦୮ଟି ଏସଇବିସି ସମ୍ପ୍ରଦାୟକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ପଛୁଆ ସମ୍ପ୍ରଦାୟର ସ୍ୱାର୍ଥ ରକ୍ଷା ଏବଂ ସେମାନଙ୍କୁ ସାମାଜିକ ନ୍ୟାୟ ପ୍ରଦାନ କରିବା ଦିଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ…