ଜାତୀୟ ଖବର ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ ନୂଆଦିଲ୍ଲୀ: ରାଜ୍ୟଗୁଡ଼ିକର ଟିକସ ବଣ୍ଟନ ସ୍ତରକୁ ୪୧ ପ୍ରତିଶତରେ ବଜାୟ ରଖିବା ପାଇଁ ଷୋଡ଼ଶ ଅର୍ଥ କମିଶନଙ୍କ ସୁପାରିଶକୁ ସରକାର ଗ୍ରହଣ କରିଛନ୍ତି। ଆଜି ସଂସଦରେ ୨୦୨୬-୨୭…