Budget2022 କେନ୍ଦ୍ରୀୟ ବଜେଟ୍ ରେ ରେଳବାଇକୁ ବଡ ଉପହାର, ୩ ବର୍ଷରେ ଚାଲିବ ୪୦୦ ନୂତନ ବନ୍ଦେ ଭାରତ ଟ୍ରେନ୍ ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ ତମ ବର୍ଷରେ ଅଛୁ।…