ଆଜିର ଖବର ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ସହ ନୂତନ ଉତ୍ପାଦ ପ୍ରସ୍ତୁତ କ୍ଷେତ୍ରରେ ଓମ୍ଫେଡ୍ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି କଥା କହିଛନ୍ତି କେନ୍ଦ୍ର…