ବିଶେଷ ଖବର ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ମିଳିଛି ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲିଟୀ ନୂଆଦିଲ୍ଲୀ: ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୫୧୯.୩୧ କୋଟି ଟଙ୍କାର କୋଇଲା ରୟାଲିଟୀ ମିଳିଛି। ଏହାଛଡ଼ା ୨୦୧୯-୨୦ରେ ରାଜ୍ୟକୁ ୨୧୩୯.୪୫ କୋଟି ଟଙ୍କାର ରୟାଲିଟୀ ପ୍ରଦାନ କରାଯାଇଥିଲା।…