କୋଭାକ୍ସିନ ଦର

ନୂଆଦିଲ୍ଲୀ: କୋଭିସିଲ୍ଡ ପରେ କୋଭାକ୍ସିନ ଦର ହ୍ରାସ ହୋଇଛି। ରାଜ୍ୟକୁ ଏବେ ୪୦୦ ଟଙ୍କା ମୂଲ୍ୟରେ କୋଭାକ୍ସିନ ଟୀକା ମିଳିବ। ପୂର୍ବରୁ ଏହି ଟୀକାର ମୂଲ୍ୟ ୬୦୦…