ଆଜିର ଖବର ଜଗତସିଂହପୁର ଜିଲ୍ଲାରେ ବରିଷ୍ଠ ନାଗରିକଙ୍କୁ କୋଭିଡ୍ ଟିକାକରଣ ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ବର୍ହିଃବିଭାଗ ଠାରେ ବରିଷ୍ଠ ନାଗରିକ ମାନଙ୍କର କୋଭିଡ୍ ଟୀକାକରଣ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶୁଭ…