ଆଜିର ଖବର ରିଲାଏନ୍ସ କର୍ମଚାରୀ ଓ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟିକାକରଣ ସମ୍ପାଦିତ; ଆଉ ୧୦ ଲକ୍ଷ ସାଧାରଣ ଜନତାଙ୍କୁ ଦେବ ଟୀକା ମୁମ୍ବାଇ/ଭୁବନେଶ୍ୱର: ଉଦ୍ୟୋଗ ଜଗତର ସବୁଠୁ ବଡ଼ ଟିକାକରଣ କାର୍ଯ୍ୟକ୍ରମ ସ୍ୱରୂପ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ବର୍ତମାନ ସୁଦ୍ଧା ୧୦ ଲକ୍ଷରୁ ଅଧିକ ଟିକାକରଣ କରାଯାଇଛି। ଏହି ଟିକାଗୁଡ଼ିକୁ…