ଅନ୍ତରାଷ୍ଟ୍ରୀୟ ଜି20 ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ଦ୍ୱିତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଗୁରୁବାର ଇଣ୍ଡୋନେସିଆର ବାଲି ଠାରେ ଅନୁଷ୍ଠିତ ଦ୍ୱିତୀୟ ଜି20 ସ୍ୱାସ୍ଥ୍ୟ ମନ୍ତ୍ରୀମାନଙ୍କ ସମ୍ମିଳନୀକୁ…