ଆଜିର ଖବର କ୍ରୀଡାର ଉନ୍ନତି ପାଇଁ ଆଦିତ୍ୟ ଆଲୁମିନିୟମର ଉଚ୍ଚକୋଟୀର ପ୍ରୟାସ ରେଙ୍ଗାଲି: ଆଦିତ୍ୟ ଆଲୁମିନିୟମ ଲପଙ୍ଗା ଦ୍ବାରା ସ୍ଥାନୀୟ କ୍ରୀଡାବିତ୍ ମାନଙ୍କୁ ନେଇ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଟି ଆଦିତ୍ୟ ଗୋଷ୍ଠୀ ଉନ୍ନୟନ କାର୍ଯକ୍ରମର…