ବିଶେଷ ଖବର ଶିଳ୍ପ ଅନୁନ୍ନତ ଜିଲ୍ଲାରେ ଅଧିକ ଏମ୍ଏସ୍ଏମ୍ଇ ଶିଳ୍ପ ପ୍ରତିଷ୍ଠା ଉପରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗୁରୁତ୍ୱ ଭୁବନେଶ୍ୱର: ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ସହ ରାଜ୍ୟର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଶିଳ୍ପର ପ୍ରମୁଖ ଭୂମିକା ରହିଛି। ବୃହତ୍ଶିଳ୍ପ ପାଇଁ ଜମି ଅଧିଗ୍ରହଣଠାରୁ…