ଜାତୀୟ ଖବର ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ…