ଆଜିର ଖବର ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ନୂଆପଡ଼ା ଜିଲ୍ଲାପାଳ ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟକୁ ପରିଦର୍ଶନ କରି ଛାତ୍ର ଛାତ୍ରୀଙ୍କୁ ପାଠ ପଢ଼ାଇଲେ। ପ୍ରଥମରେ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଶ୍ରେଣୀ ଗୃହକୁ…