ଖଣ୍ଡଗିରି ଯାତ୍ରା

ଭୁବନେଶ୍ବର: ଆରମ୍ଭ ହେବାକୁ ଯାଉଛି ଖଣ୍ଡଗିରି ମେଳା। ଏହି ମେଳାର ଅନ୍ୟତମ ଆକର୍ଷଣ ହେଉଛି ଯାତ୍ରା। ଏହା ଦେଖିବାକୁ ପାଇଁ ଦର୍ଶକଙ୍କର ବେଶ ଭିଡ ଜମିଥାଏ। ହେଲେ…