ଖାଦ୍ୟ ପ୍ରକ୍ରିୟାକରଣ ଭିଜନ

ନୂଆଦିଲ୍ଲୀ: “ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକମାନଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଏହି କ୍ଷେତ୍ରରେ କରାଯାଉଥିବା…