ଆଜିର ଖବର ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଅବସର ଗ୍ରହଣ କରିଥିବା ଶିକ୍ଷକ ଓ କର୍ମଚାରୀମାନଙ୍କ ପାଇଁ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଏବଂ ପୂର୍ଣ୍ଣାଙ୍ଗ ପେନସନ…