ଆଜିର ଖବର ଖୋର୍ଦ୍ଧା ଜିଲ୍ଲାର ଭୋଟ ଗଣତି ତିନୋଟି ସ୍ଥାନରେ ହେବ, ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି ଭୁବନେଶ୍ବର: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତାକାଲି ସକାଳ ୮ ଘଟିକାରେ ଭୋଟ ଗଣନା ଆରମ୍ଭ ହେବ । ଖୋରଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର…