ଆଜିର ଖବର ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ ଖୋର୍ଦ୍ଧା: ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳନ୍ତା ଟ୍ରେନରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା…