ବିଶେଷ ଖବର ବରପାଲିର ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପାଣ୍ଡିଆନଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଦେଲେ ଅନୁଦାନ ଭୁବନେଶ୍ବର: ବରପାଲି ରେ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି।…