ଆଜିର ଖବର ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା, ବନ୍ୟା ଆଶଙ୍କା, ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ…