ଗଜମୋହନଗରଡିଆ

ରାୟଗଡା: ହୃଦଘାତରେ ରାୟଗଡାର ପ୍ରତିଷ୍ଠିତ ତଥା ଲୋକପ୍ରିୟ ଯୁବ ସାମ୍ବାଦିକ ଗଜମୋହନ ଗରଡିଆଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା।…