ବିଶେଷ ଖବର ଗଞ୍ଜାମର ମୁଖ୍ୟମନ୍ତ୍ରୀଙ୍କ ସଭାରେ ଲୋକଙ୍କୁ ସାତୋଟି ପ୍ରଶ୍ନ ପଚାରିଲେ ପାଣ୍ଡିଆନ, ଜାଣନ୍ତୁ କଣ ଭୁବନେଶ୍ୱର: ଗଂଜାମର ଶେରଗଡ ଓ ଶୀତଳାପଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିକାଶ ମୂଳକ ଯୋଜନାର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଫାଇଭ-ଟି…