ଆଜିର ଖବର ୫ ବର୍ଷରୁ କମ୍ ବୟସର ପିଲା ମାନଙ୍କ ପାଇଁ ଟିକେଟ୍ କ୍ରୟ ଘଟଣା: ସ୍ପଷ୍ଟିକରଣ ଦେଲା ରେଳବାଇ ଦିଲ୍ଲୀ: ନିକଟରେ କିଛି ଗଣ ମାଧ୍ୟମ ରିପୋର୍ଟରେ ଦର୍ଶା ଯାଇଥିଲା ଯେ ଟ୍ରେନରେ ଯାତ୍ରା କରୁଥିବା ପିଲା ମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳ…