ଆଜିର ଖବର ଜୁଆ ଖେଳର ପ୍ରତ୍ୟକ୍ଷ ଓ ପରୋକ୍ଷ ବିଜ୍ଞାପନକୁ ଅନୁମତି ନଦେବାକୁ ଗଣମାଧ୍ୟମ ସଂସ୍ଥାକୁ ପରାମର୍ଶ ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଜି ଗଣମାଧ୍ୟମ ସଂସ୍ଥା, ଅନଲାଇନ୍ ବିଜ୍ଞାପନ ମଧ୍ୟସ୍ଥ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମ ସମେତ ସବୁ ଅଂଶୀଦାରଙ୍କୁ କୌଣସି ରୂପରେ ବେଟିଂ/ଜୁଆ ଖେଳ ଉପରେ ବିଜ୍ଞାପନ/ପ୍ରଚାର…