ବିଶେଷ ଖବର ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ନବୀନ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଘଟିଥିବା ଜଣେ ଗର୍ଭବତୀ ମହିଳାଙ୍କ ନିର୍ମମ ହତ୍ୟା ଘଟଣାକୁ ନେଇ ରାଜନୀତିକ ମହଳରେ ଚର୍ଚ୍ଚା ତୀବ୍ର…