ଆଜିର ଖବର ଆଜି ପହିଲି ରଜ: ଗାଁଗଣ୍ଡାରେ ଯୁବତୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଭୁବନେଶ୍ବର: ଆଜି ସାରା ଓଡିଶାରେ ବେଶ ଧୂମଧାମରେ ପାଳିତ ହେଉଛି ରଜ। ରଜଗୀତ ବୋଲି ଦୋଳିରେ ଝୁଲି ଝିଅମାନେ ଏହି ଉତ୍ସବକୁ ବେଶ୍ ଆନନ୍ଦର ସହ ପାଳନ କରନ୍ତି।…