ଗାଙ୍ଗୁଲି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କଠାରୁ ବିସିସିଆଇକୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟଙ୍କ ଆଶ୍ଵସ୍ତି ପରେ ବର୍ତ୍ତମାନ ସୌରଭ ଗାଙ୍ଗୁଲି ଆସନ୍ତା ତିନି ବର୍ଷ ପାଇଁ ବିସିସିଆଇର ସଭାପତି ରହିପାରିବେ।…