ଆଞ୍ଚଳିକ ବାଣପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଗାଡି ଚାଳକ ଗୁରୁତର ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରାସ୍ତା ପାର୍ଶ୍ୱରେ…