ଆଜିର ଖବର ଲୋକଙ୍କ ଉପରେ ଗାଡି ମଡାଇବା ଘଟଣା: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭୁବନେଶ୍ଵର: ଭିଡ ଉପରେ ଗାଡି ମଡାଇବା ଘଟଣାରେ ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୋଲିସ ଗିରଫ କରିଛି। ହସ୍ପିଟାଲରୁ ସୁସ୍ଥ ହୋଇ ବାହାରିବା ପରେ ପ୍ରଶାନ୍ତ…