ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ଆଜି ପୂର୍ବ ତଟ ରେଳବାଇର ମୁଖ୍ୟ କାର୍ଯ୍ୟାଳୟ ରେଳ ସଦାନ, ଚନ୍ଦ୍ରଶେଖରପୁର, ଭୁବନେଶ୍ୱର ଠାରେ ପାଳିତ ହୋଇଛି।…