ଆଞ୍ଚଳିକ ଗୀତା ଜ୍ଞାନାଞ୍ଜନ ଷଷ୍ଠ ସଂସ୍କରଣ ଉନ୍ମୋଚନ ଓ ପ୍ରତିଭା ପୂଜନ, ବହୁ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କୁଜଙ୍ଗ: ରାଜ୍ୟର ପ୍ରମୁଖ ଦାତବ୍ୟ ଅନୁଷ୍ଠାନ ବ୍ୟାସ ଫାଉଣ୍ଡେସନ ପକ୍ଷରୁ ରବିବାର କୁଜଙ୍ଗ ବ୍ଲକ ରାହାମା ସ୍ଥିତ ମହାଲକ୍ଷ୍ମୀ ମଣ୍ଡପରେ ପ୍ରତିଷ୍ଠାନର ମୁଖପାତ୍ର ଗୀତା ଜ୍ଞାନାଞ୍ଜନର ଷଷ୍ଠ…