ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ

ଭୁବନେଶ୍ୱର: ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଚତୁର୍ଥ ଗୀତାଞ୍ଜଳି ଏକ୍ସେଲେନ୍ସ ଆୱାର୍ଡ଼-୨୦୨୧ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।…