ଅପରାଧ ବାଲୁଗାଁ: ଗୁଣ୍ଡୁରୁପୁର ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ଉଭୟ ପକ୍ଷରୁ ଏକାଧିକ ଆହତ, ଘଟଣାସ୍ଥଳରେ ଖୋର୍ଦ୍ଧା ଏସପି ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଗୁଣ୍ଡୁରୁପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତ୍ରିରେ ଗୋଷ୍ଠୀ ସଂଘର୍ଷ ଘଟି ଏକାଧିକ ଆହତ ହୋଇଥିବା ଜଣାପଡିଛି। ଖବର ମୁତାବକ…