ଆଞ୍ଚଳିକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ ରଣପୁର: ପବିତ୍ର ଗୁରୁ ଦିବସ ଅବସରରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶୀଲ କୁମାର…