ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ବର: ଆଜି ସନ୍ଧ୍ୟା ୫:୩୦ ମିନିଟରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କଂଫରେନ୍ସ ରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ।…