ଗୃହରକ୍ଷୀ ଚାକିରୀ

ଭୁବନେଶ୍ବର: ରାଜ୍ୟରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।…