ଗୋପୀନାଥ ମହାରଣା

ସମୀକ୍ଷା ବ୍ୟୁରୋ ବାଣପୁର, ୩/୧୨: ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଗୋପୀନାଥ ମହାରଣାଙ୍କୁ ମିଳିଲା ନୂତନ ଦାୟିତ୍ବ। ବାଣପୁର ବ୍ଲକ୍‌ର ବିଧାୟକଙ୍କ ପ୍ରତିନିଧି ଭାବେ ସେ କାର୍ଯ୍ୟ କରିବେ।…