ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ। ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ…
ଗୋଆ
ପାଣାଜୀ: ଗୋଆରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ଆଜି ଓଡ଼ିଆ ଚଳଚ୍ଚିତ୍ର ‘ମାଳିପୁଟ ମେଲୋଡ଼ିଜ୍’ ପ୍ରଦର୍ଶିତ ହୋଇଛି। ମୌଳିକ ଓଡ଼ିଆ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ…
ପାଣାଜୀ: ଐତିହାସିକ ଭବ୍ୟ ପରେଡ୍ ବା କାର୍ଣ୍ଣିଭାଲ୍ ଆୟୋଜନ ସହ ଆଜି ଠାରୁ ଗୋଆରେ ଆରମ୍ଭ ହୋଇଛି 56ତମ ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)। ଗୋଆର…
ନୂଆଦିଲ୍ଲୀ: ଭାରତର ପ୍ରମୁଖ ଚଳଚ୍ଚିତ୍ର ବଜାର ରୂପେ ପରିଚିତ ‘ୱେଭ୍ସ ଫିଲ୍ମ ବଜାର’ର ଉନବିଂଶତମ ସଂସ୍କରଣ 56ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଅବସରରେ ଅନୁଷ୍ଠିତ ହେବାକୁ ଯାଉଛି।…
ମୁମ୍ବାଇ: ୫୬ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ) ଆସନ୍ତା ୨୦ ରୁ ୨୮ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଗୋଆର ପାଣାଜୀରେ ଅନୁଷ୍ଠିତ ହେବାକୁ ଯାଉଛି। ବିଶ୍ବ…
ପାଣାଜୀ: ଆୟୁଷ ମନ୍ତ୍ରଣାଳୟ ଆଜି ଗୋଆର ଅଖିଳ ଭାରତୀୟ ଆୟୁର୍ବେଦ ସଂସ୍ଥାନ (ଏଆଇଆଇଏ)ରେ ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ କରିଛି। ଏହି କାର୍ଯ୍ୟକ୍ରମରେ ଗୋଆର ରାଜ୍ୟପାଳ…
ନୂଆଦିଲ୍ଲୀ: ଗୋଆରେ ଅନୁଷ୍ଠିତ ହେବାକୁ ଥିବା ୫୬ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ) ପରିଚାଳନା ସମିତିର ପ୍ରଥମ ବୈଠକ ଆଜି ମୁମ୍ବାଇସ୍ଥିତ ଜାତୀୟ ଚଳଚ୍ଚିତ୍ର ବିକାଶ…
ଗୋଆ: ସମସ୍ତ ଭଲ କାର୍ଯ୍ୟର ନିଶ୍ଚିତ ଭାବେ ଶେଷ ହୋଇଥାଏ। ଆଇଏଫଏଫଆଇ ୨୦୨୪ ମଧ୍ୟ ୨୮, ନଭେମ୍ବର ୨୦୨୪ରେ ଗୋଆର ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ଇଣ୍ଡୋର…
ନୂଆଦିଲ୍ଲୀ: ଜାତୀୟ ଚଳଚ୍ଚିତ୍ର ବିକାଶ ନିଗମ (ଏନ୍ଏଫଡିସି) ଏବଂ ଏଣ୍ଟରଟେନମେଣ୍ଟ ସୋସାଇଟି ଅଫ୍ ଗୋଆ (ଇଏସଜି)ର ମିଳିତ ସହଯୋଗରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆସନ୍ତା ନଭେମ୍ବର…
ନୂଆଦିଲ୍ଲୀ: ୫୫ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ୨୦୨୪ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କ ପଞ୍ଜୀକରଣ ଆଜି ଠାରୁ ଆରମ୍ଭ ହେଉଛି। ଆପଣ ଜଣେ ଅଭିଜ୍ଞ ଚଳଚ୍ଚିତ୍ର ସମାଲୋଚକ…
ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଆଜି ଗୋଆର ମେରିୟଟ୍ ରିସୋର୍ଟଠାରେ ଦକ୍ଷିଣ ଏସିଆର ସର୍ବବୃହତ…
ଭୁବନେଶ୍ୱର: ଗୋଆରେ ଅନୁଷ୍ଠିତ ଜାତୀୟ କ୍ରୀଡା ୨୦୨୩ରେ ରିଲାଏନ୍ସ ଫାଉଣ୍ଡେସନ୍ର ଆଥଲେଟମାନେ ଚମତ୍କାର ପ୍ରଦର୍ଶନ କରିବା ସହିତ ସାତଟି ବିଭିନ୍ନ କ୍ରୀଡାରେ ମୋଟ ୩୦ ପଦକ ହାସଲ…
ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଘୋଷଣା କରିଛନ୍ତି ଯେ ୨୦୨୩ ନଭେମ୍ବର ୨୦ ରୁ ୨୮ତାରିଖ ପର୍ଯ୍ୟନ୍ତ ଗୋଆ ଠାରେ ୫୪ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର…
ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି।…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆର ମଡ଼ଗାଓ ସ୍ଥିତ ପଣ୍ଡିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କରିଛନ୍ତି। ଅକ୍ଟୋବର ୨୬ରୁ ନଭେମ୍ବର…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଓ ଗୋଆ ଗସ୍ତ କରିବେ। ଦିନ ପ୍ରାୟ ଗୋଟାଏ ବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦନଗର ଜିଲ୍ଲାର ଶିରିଡିଠାରେ ପହଞ୍ଚି ଶ୍ରୀ…
ନୂଆଦିଲ୍ଲୀ: ଗୋଆର ଉପକୂଳରେ ଭାରତର ହାଲୁକା ଯୁଦ୍ଧ ବିମାନ ତେଜସ ଦ୍ଵାରା ବିଏଣ୍ଡ୍ ଭିଜୁଆଲ୍ ରେଞ୍ଜ୍ କ୍ଷେପଣାସ୍ତ୍ର ‘ଅସ୍ତ୍ର’ ବୁଧବାର ସଫଳତାର ସହ ପରୀକ୍ଷଣ କରାଯାଇଛି। ଏହା…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ଗୋଆରେ ଅନୁଷ୍ଠିତ ଜି -୨୦ ଶକ୍ତି ମନ୍ତ୍ରୀମାନଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି। ଭାରତକୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ…
ନୂଆଦିଲ୍ଲୀ: ମସ୍କୋରୁ ଗୋଆ ଆସୁଥିବା ଏକ ବିମାନକୁ ବୋମାରେ ଉଡେଇଦେବା ପାଇଁ ଧମକ ହୋଇଛି। ଏହି ଧମକ ଗୋଆ ବିମାନ ବନ୍ଦରର ନିର୍ଦ୍ଦେଶକଙ୍କୁ ଇମେଲ ମାଧ୍ୟମରେ ପଠାଯାଇଛି।…
ଭୁବନେଶ୍ବର: ସମୁଦ୍ର ଓ ବେଳାଭୂମିର ରାଜ୍ୟ ଗୋଆରେ ନିକଟ ଅତୀତରେ ‘ମିଷ୍ଟର ଆଣ୍ଡ ମିସ୍ ଚାର୍ମିଙ୍ଗ ଫେସ୍-୨୦୨୨’ ଅନୁଷ୍ଠିତ ହୋଇଯାଇଛି। ଫ୍ୟାଶନ ସମ୍ପର୍କିତ ପ୍ରତିଯୋଗୀତା ମୂଳକ ଏହି…
ନୂଆଦିଲ୍ଲୀ: “ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ସାରା ବିଶ୍ୱର ଚଳଚ୍ଚିତ୍ର ନିର୍ଦ୍ଦେଶକ ମାନଙ୍କ ପ୍ରତିଭା ଓ କୃତି ପ୍ରଦର୍ଶନ ପାଇଁ ଏକ ମଞ୍ଚରେ ପରିଣତ ହୋଇଛି।…

