ଆଜିର ଖବର ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୭ ଜଣଙ୍କର ଗଲା ଜୀବନ: ଆହତଙ୍କୁ ହସ୍ପିଟାଲରେ କରାଗଲା ଭର୍ତ୍ତି ନୂଆଦିଲ୍ଲୀ: ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଯେଉଁଥିରେ ୭ ଜଣ ଲୋକ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶର ଗୋଣ୍ଡା ଜିଲ୍ଲାରେ ଏଭଳି ଏକ ଅଭାବନୀୟ…